ଦାନିୟେଲ 6:6 - ପବିତ୍ର ବାଇବଲ6 ତେଣୁ ଏହି ଲୋକମାନେ ରାଜାଙ୍କ ନିକଟକୁ ଗଲେ ଏବଂ କହିଲେ, “ହେ ରାଜ ଦାରିୟାବସ, ଆପଣ ଚିରଜୀବି ହୁଅନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ। Viz kapitolaଓଡିଆ ବାଇବେଲ6 ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, “ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ। Viz kapitola |