ଦାନିୟେଲ 7:13 - ପବିତ୍ର ବାଇବଲ13 “ଆଉ ମୁଁ ରାତ୍ରିରେ ଦର୍ଶନରେ ଦେଖିଲି, ମନୁଷ୍ୟ ସଦୃଶ କେହି ଆକାଶରେ ମେଘରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପରେ ସେହି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସେମାନେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ ଓ ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ। Viz kapitolaଓଡିଆ ବାଇବେଲ13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ। Viz kapitola |