ଦାନିୟେଲ 7:18 - ପବିତ୍ର ବାଇବଲ18 ମାତ୍ର ପରମେଶ୍ୱରଙ୍କ ପବିତ୍ର ଲୋକମାନେ ରାଜ୍ୟ ପ୍ରାପ୍ତ ହେବେ ଓ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍, ଅନ; କାଳ ଯାଏ ରାଜ୍ୟ ଭୋଗ କରିବେ। Viz kapitolaଓଡିଆ ବାଇବେଲ18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’ Viz kapitola |