ଦାନିୟେଲ 7:20 - ପବିତ୍ର ବାଇବଲ20 ସେହି ଚତୁର୍ଥ ପଶୁର ମସ୍ତକରେ ଯେଉଁ ଦଶ ଶିଙ୍ଗ ଥିଲା, ଅନ୍ୟ ଯେଉଁ କ୍ଷୁଦ୍ର ଶିଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ଦଶଶିଙ୍ଗ ମଧ୍ୟରୁ ତିନିଶିଙ୍ଗ ପଡ଼ିଗଲା, ଯେଉଁ ଶିଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦି ମୁଖ ଥିଲା ଓ ଯାହାର ଆକାର ଅନ୍ୟମାନଙ୍କଠାରୁ ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି। Viz kapitolaଓଡିଆ ବାଇବେଲ20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି। Viz kapitola |