ଦାନିୟେଲ 7:23 - ପବିତ୍ର ବାଇବଲ23 “ଆଉ ସେ ମୋତେ ବୁଝାଇ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସମସ୍ତ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ। ଆଉ ପାଦରେ ଦଳି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେ ଏହିରୂପେ କହିଲେ, ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକି ଗ୍ରାସ କରିବ, ଆଉ ଦଳିତ କରି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ। Viz kapitolaଓଡିଆ ବାଇବେଲ23 ସେ ଏହିରୂପେ କହିଲେ, ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେ ଏହିରୂପେ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ। Viz kapitola |