ଦାନିୟେଲ 8:10 - ପବିତ୍ର ବାଇବଲ10 ସେହି ଛୋଟ ଶିଙ୍ଗଟି ଆକାଶ ପର୍ଯ୍ୟନ୍ତ ବଢ଼ିଲା। ଏହା ଆକାଶର କେତେକ ତାରାଙ୍କୁ ଭୂମିରେ ଖସାଇ ପକାଇଲା ଓ ସେମାନଙ୍କୁ ପାଦରେ ଦଳିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ତାହା ଆକାଶମଣ୍ତଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା। Viz kapitolaଓଡିଆ ବାଇବେଲ10 ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା। Viz kapitola |