Online Bible

- Reklamy -




ଦାନିୟେଲ 9:10 - ପବିତ୍ର ବାଇବଲ

10 ଆମ୍ଭେମାନେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କୁ ଅବମାନନା କରିଅଛୁ। ଯାହାକି ଆପଣା ଦାସ, ଭବିଷ୍ୟ‌ଦ୍‌ବକ୍ତାଗଣ ମାଧ୍ୟମରେ ଯେଉଁ ବ୍ୟବସ୍ଥା ସକଳ ରଖିଲେ ତାହା ସବୁ ଆମ୍ଭେମାନେ ପାଳନ କରି ନାହୁଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଓ ସେ ଆପଣା ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଆପଣାର ଯେଉଁ ବ୍ୟବସ୍ଥାସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ରବରେ ମନୋଯୋଗ କରି ନାହୁଁ।

Viz kapitola kopírovat

ଓଡିଆ ବାଇବେଲ

10 ଓ ସେ ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆପଣାର ଯେଉଁ ବ୍ୟବସ୍ଥା ସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ମନୋଯୋଗ କରି ନାହୁଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଓ ସେ ଆପଣା ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆପଣାର ଯେଉଁ ବ୍ୟବସ୍ଥା ସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ମନୋଯୋଗ କରି ନାହୁଁ।

Viz kapitola kopírovat




ଦାନିୟେଲ 9:10

Následuj nás:

Reklamy


Reklamy