ଦାନିୟେଲ 9:13 - ପବିତ୍ର ବାଇବଲ13 ମୋଶାଙ୍କ ଲିଖିତ ବ୍ୟବସ୍ଥାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି। ତଥାପି ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ଭିକ୍ଷା କରି ନାହୁଁ କି ପାପରୁ ବିରତ ହୋଇ ନାହୁଁ ଓ ତାଙ୍କର ସତ୍ୟତା ପ୍ରତି ଧ୍ୟାନ ଦେଇ ନାହୁଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କରି ନାହୁଁ। Viz kapitolaଓଡିଆ ବାଇବେଲ13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କରି ନାହୁଁ। Viz kapitola |