ଦାନିୟେଲ 9:14 - ପବିତ୍ର ବାଇବଲ14 ସଦାପ୍ରଭୁ ଆମ୍ଭମାନଙ୍କ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଏହି ସମସ୍ତ ଘଟାଇ ଅଛନ୍ତି। ଆମ୍ଭେମାନେ କରିଥିବା ସମସ୍ତ ପାପ ପାଇଁ ଆମ୍ଭକୁ ଦଣ୍ତିତ କରିବା ଯଥାର୍ଥତା ଅଟେ। ମାତ୍ର ଆମ୍ଭେମାନେ ତାହାଙ୍କ ବାକ୍ୟ ପ୍ରତି ଧ୍ୟାନ ଦେଇ ନାହୁଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇ ଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ। Viz kapitolaଓଡିଆ ବାଇବେଲ14 ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇ ଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏନିମନ୍ତେ ସଦାପ୍ରଭୁ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଆମ୍ଭମାନଙ୍କ ପ୍ରତି ତାହା ଘଟାଇଅଛନ୍ତି; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କରନ୍ତି, ଆପଣାର ସେହି ସକଳ କାର୍ଯ୍ୟରେ ସେ ଧାର୍ମିକ ଅଟନ୍ତି, ମାତ୍ର ଆମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କରି ନାହୁଁ। Viz kapitola |