ଦାନିୟେଲ 9:5 - ପବିତ୍ର ବାଇବଲ5 “ମାତ୍ର, ହେ ସଦାପ୍ରଭୁ, ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ। ଆଉ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ। ଆଉ ତୁମ୍ଭର ବିଧି ଓ ଶାସନ ପଥ ତ୍ୟାଗ କରିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନପଥ ତ୍ୟାଗ କରିଅଛୁ। Viz kapitolaଓଡିଆ ବାଇବେଲ5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ। Viz kapitola |