Online Bible

- Reklamy -




ଦ୍ଵିତୀୟ ବିବରଣ 1:1 - ପବିତ୍ର ବାଇବଲ

1 ମୋଶା ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ଏହା କହିଲେ। ଯେତେବେଳେ ସୂଫ ସେପାରିସ୍ଥିତ ପାରଣ, ତୋଫଲ, ଲାବନ, ହ‌ତ୍‌ସେରତ୍ ଓ ଦୀଷାହବର ମଧ୍ୟରେ ସେମାନେ ଯର୍ଦ୍ଦନ ନଦୀର ପୂର୍ବପାରସ୍ଥିତ ପ୍ରାନ୍ତରକୁ ପାର ହେଉଥିବା ସମୟରେ ମୋଶା ଏହି ବାର୍ତ୍ତାସବୁ କହିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ୍ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍, ଯର୍ଦ୍ଦନର ପୂର୍ବପାରସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ।

Viz kapitola kopírovat

ଓଡିଆ ବାଇବେଲ

1 ପାରଣ ଓ ତୋଫଲ ଓ ଲାବନ ଓ ହତ୍‍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍‍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍‍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ,

Viz kapitola kopírovat




ଦ୍ଵିତୀୟ ବିବରଣ 1:1

Následuj nás:

Reklamy


Reklamy