Online Bible

- Reklamy -




ଦ୍ଵିତୀୟ ବିବରଣ 1:13 - ପବିତ୍ର ବାଇବଲ

13 ତେଣୁ ମୁଁ କହିଲି, ‘ତୁମ୍ଭେମାନେ ତୁମ୍ଭମାନଙ୍କ ପ୍ରତ୍ୟେକ ଗୋଷ୍ଠୀରୁ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ଜଣ ଜଣକୁ ବାଛ। ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ନେତା ରୂପେ ନିଯୁକ୍ତି କରିବି। ଏହିପରି ଲୋକମାନଙ୍କୁ ମନୋନୀତ କର, ଯେଉଁମାନେ ବୁଦ୍ଧିମାନ, ବିଗ୍ଭରଶୀଳ, ଜ୍ଞାନି ଓ ଅଭିଜ୍ଞ ହୋଇଥିବେ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି।

Viz kapitola kopírovat

ଓଡିଆ ବାଇବେଲ

13 ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି।”

Viz kapitola kopírovat




ଦ୍ଵିତୀୟ ବିବରଣ 1:13

Následuj nás:

Reklamy


Reklamy