Online Bible

- Reklamy -




ଦ୍ଵିତୀୟ ବିବରଣ 1:22 - ପବିତ୍ର ବାଇବଲ

22 “କିନ୍ତୁ ତୁମ୍ଭେମାନେ ମୋ’ ନିକଟକୁ ଆସିଲ ଏବଂ କହିଲ, ‘ଆସ ଆମ୍ଭମାନଙ୍କ ଆଗରେ ଲୋକମାନଙ୍କୁ ପଠାଇବା, କିଏ ସେହି ଦେଶକୁ ଆମ୍ଭ ପାଇଁ ଗୋପନରେ ସନ୍ଧାନ କରିବ ଏବଂ ତଥ୍ୟ ଆଣିବ ଏବଂ ଆମ୍ଭମାନଙ୍କୁ ନିର୍ଦ୍ଦେଶ ଦେବ। କେଉଁ ପଥ ଦେଇ ଆମ୍ଭମାନଙ୍କର ଯିବା ପାଇଁ ଉଚିତ୍ ଏବଂ କେଉଁ ନଗରମାନଙ୍କୁ ଆମ୍ଭମାନଙ୍କର ଯିବା ଉଚିତ୍।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆମ୍ଭ ନିକଟକୁ ଆସି କହିଲ, ଆମ୍ଭେମାନେ ଆପଣାମାନଙ୍କ ଆଗେ ଲୋକ ପଠାଉ, ତହିଁରେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଦେଶ ଅନୁସନ୍ଧାନ କରି ଆମ୍ଭମାନଙ୍କୁ କେଉଁ ପଥ ଦେଇ ଯିବାକୁ ହେବ ଓ କେଉଁ କେଉଁ ନଗରରେ ଉପସ୍ଥିତ ହେବାକୁ ହେବ, ତହିଁର ସମ୍ଵାଦ ଆମ୍ଭମାନଙ୍କ ନିକଟକୁ ଆଣନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

22 ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆମ୍ଭ ନିକଟକୁ ଆସି କହିଲ, “ଆମ୍ଭେମାନେ ଆପଣାମାନଙ୍କ ଆଗେ ଲୋକ ପଠାଉ, ତହିଁରେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଦେଶ ଅନୁସନ୍ଧାନ କରି ଆମ୍ଭମାନଙ୍କୁ କେଉଁ ପଥ ଦେଇ ଯିବାକୁ ହେବ ଓ କେଉଁ କେଉଁ ନଗରରେ ଉପସ୍ଥିତ ହେବାକୁ ହେବ, ତହିଁର ସମ୍ବାଦ ଆମ୍ଭମାନଙ୍କ ନିକଟକୁ ଆଣନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆମ୍ଭ ନିକଟକୁ ଆସି କହିଲ, “ଆମ୍ଭେମାନେ ଆପଣାମାନଙ୍କ ଆଗେ ଲୋକ ପଠାଉ, ତହିଁରେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଦେଶ ଅନୁସନ୍ଧାନ କରି ଆମ୍ଭମାନଙ୍କୁ କେଉଁ ପଥ ଦେଇ ଯିବାକୁ ହେବ ଓ କେଉଁ କେଉଁ ନଗରରେ ଉପସ୍ଥିତ ହେବାକୁ ହେବ, ତହିଁର ସମ୍ବାଦ ଆମ୍ଭମାନଙ୍କ ନିକଟକୁ ଆଣନ୍ତୁ।”

Viz kapitola kopírovat




ଦ୍ଵିତୀୟ ବିବରଣ 1:22

Následuj nás:

Reklamy


Reklamy