ଦ୍ଵିତୀୟ ବିବରଣ 1:24 - ପବିତ୍ର ବାଇବଲ24 ଏହା ପରେ ସେମାନେ ସେହି ପର୍ବତମୟ ଦେଶକୁ ଗଲେ ଓ ଇଷ୍କୋଲ ଉପତ୍ୟକାରେ ପହଞ୍ଚିଲେ ଏବଂ ସେହି ଦେଶରେ ଗୁପ୍ତ ଦୃଷ୍ଟି ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହୁଁ ସେମାନେ ଗମନ କରି ପର୍ବତ ପାର ହୋଇ ଇଷ୍କୋଲ ଉପତ୍ୟକାରେ ପହଞ୍ଚି ଦେଶ ଅନୁସନ୍ଧାନ କଲେ। Viz kapitolaଓଡିଆ ବାଇବେଲ24 ତହୁଁ ସେମାନେ ଗମନ କରି ପର୍ବତ ପାର ହୋଇ ଇଷ୍କୋଲ ଉପତ୍ୟକାରେ ପହଞ୍ଚି ଦେଶର ଅନୁସନ୍ଧାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହୁଁ ସେମାନେ ଗମନ କରି ପର୍ବତ ପାର ହୋଇ ଇଷ୍କୋଲ-ଉପତ୍ୟକାରେ ପହଞ୍ଚି ଦେଶର ଅନୁସନ୍ଧାନ କଲେ। Viz kapitola |