ଦ୍ଵିତୀୟ ବିବରଣ 1:25 - ପବିତ୍ର ବାଇବଲ25 ସେମାନେ କିଛି ଫଳଧରି ସେହି ସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିଲେ। ସେମାନେ ସେହି ଦେଶ ବିଷୟରେ ଆମ୍ଭମାନଙ୍କୁ କହିଲେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଆମ୍ଭମାନଙ୍କୁ ଏକ ଉତ୍ତମ ଦେଶ ଦେଇଛନ୍ତି।’ Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ଵାଦ ଦେଇ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଉତ୍ତମ ଦେଶ। Viz kapitolaଓଡିଆ ବାଇବେଲ25 ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ବାଦ ଦେଇ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଏକ ଉତ୍ତମ ଦେଶ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ବାଦ ଦେଇ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଏକ ଉତ୍ତମ ଦେଶ।” Viz kapitola |