Online Bible

- Reklamy -




ଦ୍ଵିତୀୟ ବିବରଣ 1:28 - ପବିତ୍ର ବାଇବଲ

28 ଆମ୍ଭେମାନେ ବର୍ତ୍ତମାନ କେଉଁଠାକୁ ଯିବା? ଆମ୍ଭର ଭାଇମାନେ ଆମ୍ଭମାନଙ୍କ ମନରେ ତଥ୍ୟ ପ୍ରଦାନ କରି ଭୟ ସଞ୍ଚାର କରିଛନ୍ତି। ସେମାନେ କହିଲେ, ସେଠାକାର ଲୋକମାନେ ଆମ୍ଭମାନଙ୍କଠାରୁ ବଳବାନ ଓ ଦୀର୍ଘ୍ୟକାୟ। ତାଙ୍କର ନଗରମାନ ବୃହତ ଏବଂ ତା'ର ପ୍ରାଚୀରଗୁଡ଼ିକ ଆକାଶ ସ୍ପର୍ଶ କରିଛି। ଏବଂ ଆମ୍ଭେମାନେ ସେଠାରେ ଅନାକୀୟମାନଙ୍କର ଦୀର୍ଘ୍ୟକାୟ ସନ୍ତାନମାନଙ୍କୁ ଦେଖିଲୁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଆମ୍ଭେମାନେ କେଉଁଠାକୁ ଯାଉଅଛୁ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଦୀର୍ଘକାୟ; ନଗରମାନ ବୃହତ୍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ; ଆହୁରି ସେସ୍ଥାନରେ ଆମ୍ଭେମାନେ ଅନାକୀୟ-ମାନଙ୍କସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

28 ଆମ୍ଭେମାନେ କେଉଁଠାକୁ ଯିବା ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ୍‍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”

Viz kapitola kopírovat




ଦ୍ଵିତୀୟ ବିବରଣ 1:28

Následuj nás:

Reklamy


Reklamy