ଦ୍ଵିତୀୟ ବିବରଣ 1:30 - ପବିତ୍ର ବାଇବଲ30 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ଆଗେ ଆଗେ ଗମନ କରୁଛନ୍ତି। ସେ ମିଶରରେ ଯେପରି କରିଥିଲେ, ଏହିଠାରେ ମଧ୍ୟ ସେହିପରି କରିବେ। ସଦାପ୍ରଭୁ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ; Viz kapitolaଓଡିଆ ବାଇବେଲ30 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ। Viz kapitola |