Online Bible

- Reklamy -




ଦ୍ଵିତୀୟ ବିବରଣ 1:39 - ପବିତ୍ର ବାଇବଲ

39 “ସଦାପ୍ରଭୁ କହିଲେ, ‘ତୁମ୍ଭେମାନେ କହୁଥିଲ, ତୁମ୍ଭମାନଙ୍କର ଶତ୍ରୁମାନଙ୍କ ଦ୍ୱାରା ତୁମ୍ଭର ପିଲାମାନେ ଲୁଟିତ ହେବେ। କିନ୍ତୁ ସେହି ପିଲାମାନେ ସେହି ଦେଶକୁ ଯିବେ ଏବଂ ସେମାନଙ୍କୁ ସେହି ସ୍ଥାନ ଦେବା। ତୁମ୍ଭର ଦୋଷ ପାଇଁ, ଆମ୍ଭେ ତୁମ୍ଭର ପିଲାମାନଙ୍କୁ ଦୋଷ ଦେବା ନାହିଁ। କାରଣ ସେମାନଙ୍କର ଭଲମନ୍ଦ ବିଗ୍ଭର କରିବାର ଜ୍ଞାନ ନାହିଁ। ସେମାନେ ବହୁତ ସାନ, ସେମାନେ ଠିକ୍ ଭୁଲ୍ ବୁଝିପାରୁ ନାହାନ୍ତି। ତୁମ୍ଭମାନଙ୍କର ପିଲାମାନଙ୍କୁ ସେହି ଦେଶ ସବୁ ଦେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଅଦ୍ୟାପି ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।

Viz kapitola kopírovat

ଓଡିଆ ବାଇବେଲ

39 ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 1:39

Následuj nás:

Reklamy


Reklamy