ଦ୍ଵିତୀୟ ବିବରଣ 1:6 - ପବିତ୍ର ବାଇବଲ6 “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ କହିଥିଲେ। ସେ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ ସମୟ ବାସ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ହୋରେବରେ ଆମ୍ଭମାନଙ୍କୁ କହିଲେ, ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ; Viz kapitolaଓଡିଆ ବାଇବେଲ6 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ; Viz kapitola |