ଦ୍ଵିତୀୟ ବିବରଣ 1:8 - ପବିତ୍ର ବାଇବଲ8 ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛୁ, ଏହାସବୁ ତୁମ୍ଭମାନଙ୍କର, ଯାଅ ଏବଂ ଏହାକୁ ଅଧିକାର କର। ଆମ୍ଭେ ତୁମ୍ଭର ପୂର୍ବପୁରୁଷ ଯଥା: ଅବ୍ରହାମ, ଇସ୍ହାକ ଓ ଯାକୁବକୁ ଏହା ଦେବା ପାଇଁ ଶପଥ କରିଥିଲୁ, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ବଂଶଧରମାନଙ୍କୁ ଏହି ଦେଶମାନ ଦେବା ପାଇଁ ଶପଥ କରିଥିଲୁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର। Viz kapitolaଓଡିଆ ବାଇବେଲ8 ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’” Viz kapitola |