Online Bible

- Reklamy -




ଦ୍ଵିତୀୟ ବିବରଣ 10:1 - ପବିତ୍ର ବାଇବଲ

1 “ସେହି ସମୟରେ, ସଦାପ୍ରଭୁ ମୋତେ କହିଲେ, ‘ତୁମ୍ଭେ ପ୍ରଥମଟି ପରି ଆଉ ଦୁଇଟି ପ୍ରସ୍ତର ଫଳକ ପ୍ରସ୍ତୁତ କରିବା ଉଚିତ୍। ଏହା ପରେ ତୁମ୍ଭେ ଏହି ପର୍ବତ ଉପରେ ମୋ’ ପାଖକୁ ଆସ ଏବଂ ଆପଣା ପାଇଁ ଏକ କାଠ ସିନ୍ଦୁକ ନିର୍ମାଣ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।

Viz kapitola kopírovat

ଓଡିଆ ବାଇବେଲ

1 ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।

Viz kapitola kopírovat




ଦ୍ଵିତୀୟ ବିବରଣ 10:1

Následuj nás:

Reklamy


Reklamy