Online Bible

- Reklamy -




ଦ୍ଵିତୀୟ ବିବରଣ 10:13 - ପବିତ୍ର ବାଇବଲ

13 ତେଣୁ ତୁମ୍ଭେମାନେ ତାଙ୍କର ବ୍ୟବସ୍ଥା ଓ ଆଦେଶ ମାନି ଚଳ, ଯାହା ମୁଁ ଆଜି ତୁମ୍ଭକୁ କହୁଅଛି। ଏହା ତୁମ୍ଭର ମଙ୍ଗଳାର୍ଥ, ତାହା ତୁମ୍ଭେମାନେ ପାଳନ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ ଆଜି ମୁଁ ତୁମ୍ଭ ହିତ ନିମନ୍ତେ ସଦାପ୍ରଭୁଙ୍କ ଯେ ଯେ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭଠାରୁ ଆଉ କଅଣ ଲୋଡ଼ନ୍ତି?

Viz kapitola kopírovat

ଓଡିଆ ବାଇବେଲ

13 ଆଉ ଆଜି ମୁଁ ତୁମ୍ଭର ହିତ ନିମନ୍ତେ ସଦାପ୍ରଭୁଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭଠାରୁ ଆଉ କଅଣ ଚାହାନ୍ତି ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ଆଜି ମୁଁ ତୁମ୍ଭର ହିତ ନିମନ୍ତେ ସଦାପ୍ରଭୁଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?

Viz kapitola kopírovat




ଦ୍ଵିତୀୟ ବିବରଣ 10:13

Následuj nás:

Reklamy


Reklamy