ଦ୍ଵିତୀୟ ବିବରଣ 10:15 - ପବିତ୍ର ବାଇବଲ15 କେବଳ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ଏବଂ ସେମାନଙ୍କ ପରେ ସେମାନଙ୍କର ବଂଶଧରମାନଙ୍କୁ ବାଛିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିଲେ। ସେମାନଙ୍କ ପରେ ଆଜି ପର୍ଯ୍ୟନ୍ତ ସମସ୍ତ ଜାତି ମଧ୍ୟରୁ ତୁମ୍ଭ ଜାତିଗଣଙ୍କୁ ମନୋନୀତ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ। Viz kapitolaଓଡିଆ ବାଇବେଲ15 କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ। Viz kapitola |