ଦ୍ଵିତୀୟ ବିବରଣ 10:17 - ପବିତ୍ର ବାଇବଲ17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଦେବଗଣର ଦେବ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ଵର, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁଣ । Viz kapitolaଓଡିଆ ବାଇବେଲ17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ। Viz kapitola |