ଦ୍ଵିତୀୟ ବିବରଣ 10:20 - ପବିତ୍ର ବାଇବଲ20 “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ। ତାଙ୍କର ଉପାସନା କରିବ। ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ। ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। Viz kapitolaଓଡିଆ ବାଇବେଲ20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। Viz kapitola |