ଦ୍ଵିତୀୟ ବିବରଣ 10:21 - ପବିତ୍ର ବାଇବଲ21 ତୁମ୍ଭର ପ୍ରଶଂସା ସଦାପ୍ରଭୁ ଅଟନ୍ତି, ସେ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭେ ଯାହା ଯାହା ଦେଖୁଛ ସେହିସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ପାଇଁ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେ ତୁମ୍ଭର ପ୍ରଶଂସାଭୂମି, ପୁଣି ସେ ତୁମ୍ଭର ପରମେଶ୍ଵର, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହିସବୁ ମହତ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି। Viz kapitolaଓଡିଆ ବାଇବେଲ21 ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହିସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି। Viz kapitola |