ଦ୍ଵିତୀୟ ବିବରଣ 10:22 - ପବିତ୍ର ବାଇବଲ22 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିଶରକୁ ଯାଇଥିଲେ। ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶ ମଣ୍ତଳର ତାରାଗଣ ପରି ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆକାଶମଣ୍ତଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି। Viz kapitolaଓଡିଆ ବାଇବେଲ22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି। Viz kapitola |