ଦ୍ଵିତୀୟ ବିବରଣ 10:4 - ପବିତ୍ର ବାଇବଲ4 ସଦାପ୍ରଭୁ ଏହି ପ୍ରସ୍ତର ଫଳକ ଉପରେ ସ୍ୱହସ୍ତରେ ପୂର୍ବପରି ଲେଖି ଦେଲେ। ସେ ତୁମ୍ଭମାନଙ୍କୁ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା କହିଥିଲେ। ତାହା ସେ ଲେଖି ଦେଲେ। ଏହା ପରେ ସଦାପ୍ରଭୁ ସେହି ପ୍ରସ୍ତର ଫଳକଦ୍ୱୟ ମୋତେ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ। Viz kapitolaଓଡିଆ ବାଇବେଲ4 ଏଥିଉତ୍ତାରେ ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ। Viz kapitola |