ଦ୍ଵିତୀୟ ବିବରଣ 11:10 - ପବିତ୍ର ବାଇବଲ10 ପନିପରିବା ବଗିଗ୍ଭରେ ଯେପରି ବୀଜ ବପନ କର, ସେହିପରି ମିଶର ଦେଶର ଗ୍ଭରାଗଛରେ ତୁମ୍ଭେମାନେ ପାଣି ଦେଉଥିଲ, ଯେଉଁଠାରୁ ତୁମ୍ଭେମାନେ ବାହାରି ଆସିଛ। ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଛ ତାହା ସେପରି ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ଵାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ। Viz kapitolaଓଡିଆ ବାଇବେଲ10 ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ। Viz kapitola |