Online Bible

- Reklamy -




ଦ୍ଵିତୀୟ ବିବରଣ 11:14 - ପବିତ୍ର ବାଇବଲ

14 ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି କରାଇବ। ଅର୍ଥାତ୍ ଆଦ୍ୟବୃଷ୍ଟି ଓ ଶେଷବୃଷ୍ଟି କରିବା। ତହିଁରେ ତୁମ୍ଭେ ଆପଣା ଶସ୍ୟ ଓ ଆପଣା ଦ୍ରାକ୍ଷାରସ ଓ ଆପଣାର ତୈଳ ସଂଗ୍ରହ କରି ପାରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟବୃଷ୍ଟି ଓ ଶେଷବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ ଓ ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।

Viz kapitola kopírovat

ଓଡିଆ ବାଇବେଲ

14 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍‍, ଆଦ୍ୟବୃଷ୍ଟି ଓ ଶେଷବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍‍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 11:14

Následuj nás:

Reklamy


Reklamy