ଦ୍ଵିତୀୟ ବିବରଣ 11:16 - ପବିତ୍ର ବାଇବଲ16 “ନିଜ ନିଜ ବିଷୟରେ ସାବଧାନ ହୁଅ। ତୁମ୍ଭମାନଙ୍କର ହୃଦୟକୁ ପ୍ରଲୋଭିତ କର ନାହିଁ ଏବଂ ବିପଥରେ ଯିବାକୁ ଏବଂ ଅନ୍ୟ ଦେବତାଗଣର ସେବା କରିବାକୁ ଓ ଉପାସନା କରିବାକୁ ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ପଥ ହୁଡ଼ି ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ; Viz kapitolaଓଡିଆ ବାଇବେଲ16 ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ; Viz kapitola |