Online Bible

- Reklamy -




ଦ୍ଵିତୀୟ ବିବରଣ 11:18 - ପବିତ୍ର ବାଇବଲ

18 “ଏଣୁ ତୁମ୍ଭେମାନେ ମୋହର ସେହି ସକଳ ବାକ୍ୟ ନିଜ ନିଜ ହୃଦୟରେ ଧାରଣ କର (ହୃଦୟରେ ଲିପିବଦ୍ଧ କର)। ନିଜ ନିଜ ହସ୍ତରେ ବାନ୍ଧି ରଖ ଓ ତାହା ତୁମ୍ଭମାନଙ୍କର ଚକ୍ଷୁ ଦ୍ୱୟରେ ଭୂଷଣ ସ୍ୱରୂପ ହେଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ଵରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ଵୟ ମଧ୍ୟରେ ଭୂଷଣ ସ୍ଵରୂପ ହେବ।

Viz kapitola kopírovat

ଓଡିଆ ବାଇବେଲ

18 ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 11:18

Následuj nás:

Reklamy


Reklamy