Online Bible

- Reklamy -




ଦ୍ଵିତୀୟ ବିବରଣ 11:22 - ପବିତ୍ର ବାଇବଲ

22 “କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ତାହାଙ୍କ ସମସ୍ତ ପଥରେ ଗ୍ଭଲିବାକୁ ଓ ତାହାଙ୍କଠାରେ ଦୃଢ଼ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହା ଯଦି ତୁମ୍ଭେମାନେ ଯତ୍ନପୂର୍ବକ ପାଳନ କରିବ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯେବେ ତୁମ୍ଭେମାନେ ଯନିପୂର୍ବକ ମାନ୍ୟ କରିବ;

Viz kapitola kopírovat

ଓଡିଆ ବାଇବେଲ

22 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯଦି ତୁମ୍ଭେମାନେ ଯତ୍ନପୂର୍ବକ ମାନ୍ୟ କରିବ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯଦି ତୁମ୍ଭେମାନେ ଯତ୍ନପୂର୍ବକ ମାନ୍ୟ କରିବ;

Viz kapitola kopírovat




ଦ୍ଵିତୀୟ ବିବରଣ 11:22

Následuj nás:

Reklamy


Reklamy