Online Bible

- Reklamy -




ଦ୍ଵିତୀୟ ବିବରଣ 11:24 - ପବିତ୍ର ବାଇବଲ

24 ଯେଉଁଠାରେ ତୁମ୍ଭର ପାଦ ପଡ଼ିବ, ସେ ସ୍ଥାନ ତୁମ୍ଭମାନଙ୍କର ହେବ। ପ୍ରାନ୍ତରରୁ ଲିବାନୋନ ପର୍ଯ୍ୟନ୍ତ ଏବଂ ଫରାତ୍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନ୍‍ଠାରୁ, ନଦୀ, ଅର୍ଥାତ୍, ଫରାତ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।

Viz kapitola kopírovat

ଓଡିଆ ବାଇବେଲ

24 ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍‍, ଫରାତ୍‍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍‍, ଫରାତ୍‍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 11:24

Následuj nás:

Reklamy


Reklamy