Online Bible

- Reklamy -




ଦ୍ଵିତୀୟ ବିବରଣ 11:27 - ପବିତ୍ର ବାଇବଲ

27 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞାମାନ ଯଦି ମାନ, ଯାହା ମୁଁ ତୁମ୍ଭମାନଙ୍କୁ ଆଜି କହିବି, ତେବେ ତୁମ୍ଭେମାନେ ଆଶୀର୍ବୀଦ ପାଇବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯେବେ ଶୁଣିବ, ତେବେ ଆଶୀର୍ବାଦ।

Viz kapitola kopírovat

ଓଡିଆ ବାଇବେଲ

27 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।

Viz kapitola kopírovat




ଦ୍ଵିତୀୟ ବିବରଣ 11:27

Následuj nás:

Reklamy


Reklamy