ଦ୍ଵିତୀୟ ବିବରଣ 11:28 - ପବିତ୍ର ବାଇବଲ28 ଯଦି ତୁମ୍ଭେମାନେ ତାହା ସବୁ ପାଳନ ନ କର ତେବେ ତୁମ୍ଭେମାନେ ଅଭିଶାପ ପାଇବ। ଯଦି ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଆଜ୍ଞା ପାଳନ ନ କର ଓ ଅନ୍ୟ ଦେଶୀୟ ଦେବଗଣଙ୍କର ପଶ୍ଚାତ୍ଗମନ କର, ତେବେ ଅଭିଶାପ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ମାତ୍ର ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍ଗମନ କରିବ, ତେବେ ଅଭିଶାପ। Viz kapitolaଓଡିଆ ବାଇବେଲ28 ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍ଗମନ କରିବ, ତେବେ ଅଭିଶାପ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍ଗମନ କରିବ, ତେବେ ଅଭିଶାପ। Viz kapitola |