ଦ୍ଵିତୀୟ ବିବରଣ 11:29 - ପବିତ୍ର ବାଇବଲ29 “ଆଉ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ସମୟରେ ତୁମ୍ଭମାନଙ୍କୁ ପ୍ରବେଶ କରାଇବେ, ସେ ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ୍ ପର୍ବତରେ ସେହି ଅଭିଶାପ ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେସମୟରେ ତୁମ୍ଭେ ଗରିଷୀମ୍ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ। Viz kapitolaଓଡିଆ ବାଇବେଲ29 ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ। Viz kapitola |