Online Bible

- Reklamy -




ଦ୍ଵିତୀୟ ବିବରଣ 11:3 - ପବିତ୍ର ବାଇବଲ

3 ତୁମ୍ଭେମାନେ ତାଙ୍କର ସମସ୍ତ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟସବୁ ଦେଖିଛ, ସେ ମିଶରର ରାଜା ଫାରୋଙ୍କୁ ଏବଂ ସମଗ୍ର ମିଶରକୁ କ’ଣ କଲେ, ତୁମ୍ଭେମାନେ ଦେଖିଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ତାହାଙ୍କ ଚିହ୍ନସକଳ ଓ ମିସର ମଧ୍ୟରେ ମିସରରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;

Viz kapitola kopírovat

ଓଡିଆ ବାଇବେଲ

3 ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;

Viz kapitola kopírovat




ଦ୍ଵିତୀୟ ବିବରଣ 11:3

Následuj nás:

Reklamy


Reklamy