Online Bible

- Reklamy -




ଦ୍ଵିତୀୟ ବିବରଣ 11:6 - ପବିତ୍ର ବାଇବଲ

6 ତୁମ୍ଭେମାନେ ଦେଖିଛ ରୁବେ‌ନ୍‌ର ପୁତ୍ର ଇଲୀୟାବର ସନ୍ତାନ ଦାଥନୁ ଓ ଅବୀରାମ ପ୍ରତି ଯାହା ଯାହାସବୁ ସେ କରିଛନ୍ତି, ପୃଥିବୀ ଯେପରି ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ ଓ ସେମାନଙ୍କ ପରିଜନବର୍ଗଙ୍କୁ ଓ ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚା‌ତ୍‌ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏ ସମସ୍ତ ତୁମ୍ଭର ପିଲାମାନେ ଦେଖି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆଉ ରୁବେନର ପୁତ୍ର ଇଲୀୟାବର ସନ୍ତାନ ଦାଥନ୍ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ ଓ ସେମାନଙ୍କ ପରିଜନବର୍ଗଙ୍କୁ ଓ ସେମାନଙ୍କ ତମ୍ଵୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକି ଗ୍ରାସ କଲା, ଏ ସମସ୍ତ ସେମାନେ ଦେଖି ନାହାନ୍ତି;

Viz kapitola kopírovat

ଓଡିଆ ବାଇବେଲ

6 ଆଉ ରୁବେନ୍‍ର ପୁତ୍ର ଇଲୀୟାବ୍‍ର ସନ୍ତାନ ଦାଥନ ଓ ଅବୀରାମ୍ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍‍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ରୁବେନ୍‍ର ପୁତ୍ର ଇଲୀୟାବ୍‍ର ସନ୍ତାନ ଦାଥନ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍‍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;

Viz kapitola kopírovat




ଦ୍ଵିତୀୟ ବିବରଣ 11:6

Následuj nás:

Reklamy


Reklamy