Online Bible

- Reklamy -




ଦ୍ଵିତୀୟ ବିବରଣ 11:8 - ପବିତ୍ର ବାଇବଲ

8 “ତେଣୁ ତୁମ୍ଭେମାନେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ, ମୁଁ ଯାହାସବୁ ତୁମ୍ଭମାନଙ୍କୁ କହିବି। ତେବେ ତୁମ୍ଭେମାନେ ଶକ୍ତିଶାଳୀ ହେବ ଏବଂ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ ତହିଁରେ ପ୍ରବେଶ କରି ଅଧିକାର କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଏନିମନ୍ତେ ଆଜି ମୁଁ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;

Viz kapitola kopírovat

ଓଡିଆ ବାଇବେଲ

8 ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;

Viz kapitola kopírovat




ଦ୍ଵିତୀୟ ବିବରଣ 11:8

Následuj nás:

Reklamy


Reklamy