ଦ୍ଵିତୀୟ ବିବରଣ 12:10 - ପବିତ୍ର ବାଇବଲ10 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରାଇବେ, ସେଠାକୁ ତୁମ୍ଭେମାନେ ଯେତେବେଳେ ଯର୍ଦ୍ଦନ ପାର ହୋଇଯିବ ଓ ସେଠାରେ ପହଞ୍ଚିବ। ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଗଣଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେବେ, ଏବଂ ତୁମ୍ଭେମାନେ ନିର୍ଭୟରେ ବାସ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ; Viz kapitolaଓଡିଆ ବାଇବେଲ10 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ; Viz kapitola |