ଦ୍ଵିତୀୟ ବିବରଣ 12:11 - ପବିତ୍ର ବାଇବଲ11 ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ନିରୂପିତ କରିବେ ସେହି ସ୍ଥାନକୁ ତୁମ୍ଭେମାନେ ମୋର ଆଜ୍ଞା ଅନୁସାରେ ନିଜ ନିଜ ହୋମ ନୈବେଦ୍ୟ ଓ ନିଜ ନିଜ ବଳିଦାନ, ନିଜ ଆୟର ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିଲାର ତୁମ୍ଭମାନଙ୍କର ସକଳ ମନୋନୀତ ମାନତ ଆଣିବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ ଓ ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିଲାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ। Viz kapitolaଓଡିଆ ବାଇବେଲ11 ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ। Viz kapitola |