Online Bible

- Reklamy -




ଦ୍ଵିତୀୟ ବିବରଣ 12:12 - ପବିତ୍ର ବାଇବଲ

12 ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନ ସନ୍ତତିଗଣ ତୁମ୍ଭମାନଙ୍କର ଦାସଗଣ, ତୁମ୍ଭମାନଙ୍କର ଦାସୀଗଣ ତୁମ୍ଭମାନଙ୍କର ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ହେତୁ ସେ ଏପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଆଉ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପୁତ୍ରଗଣ ଓ ତୁମ୍ଭମାନଙ୍କ କନ୍ୟାଗଣ ଓ ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ହେତୁରୁ ସେ, ଏହିପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ଆନନ୍ଦ କରିବ।

Viz kapitola kopírovat

ଓଡିଆ ବାଇବେଲ

12 ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 12:12

Následuj nás:

Reklamy


Reklamy