ଦ୍ଵିତୀୟ ବିବରଣ 12:13 - ପବିତ୍ର ବାଇବଲ13 ସାବଧାନ ହେବ, ଯେଉଁ ସ୍ଥାନସବୁ ଦେଖିବ ପ୍ରତ୍ୟେକ ସ୍ଥାନରେ ହୋମବଳି ଉତ୍ସର୍ଗ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆପଣା ବିଷୟରେ ସାବଧାନ ହୁଅ, ଯେ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର। Viz kapitolaଓଡିଆ ବାଇବେଲ13 ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର। Viz kapitola |