Online Bible

- Reklamy -

ଦ୍ଵିତୀୟ ବିବରଣ 12:14 - ପବିତ୍ର ବାଇବଲ

14 ତୁମ୍ଭମାନଙ୍କର ଗୋଟିଏ ପରିବାର ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଯେଉଁସ୍ଥାନ ମନୋନୀତ କରିଛନ୍ତି, କେବଳ ସେହି ସ୍ଥାନରେ ତୁମ୍ଭେମାନେ ତୁମ୍ଭମାନଙ୍କର ହୋମବଳି ଓ ସେ ତୁମ୍ଭକୁ ଯେଉଁସବୁ ଆଜ୍ଞା ଦେଇଛନ୍ତି, ତାହା ସବୁ ସେହିଠାରେ ଉତ୍ସର୍ଗ କରିବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ।

Viz kapitola kopírovat

ଦ୍ଵିତୀୟ ବିବରଣ 12:14

Následuj nás:

Reklamy

Reklamy