ଦ୍ଵିତୀୟ ବିବରଣ 12:17 - ପବିତ୍ର ବାଇବଲ17 “କେତେକ ଦ୍ରବ୍ୟ ତୁମ୍ଭେମାନେ ଭକ୍ଷ୍ୟଣ କରିବ ନାହିଁ ଯେଉଁଠାରେ ତୁମ୍ଭେମାନେ ବାସ କରିବ, ସେଗୁଡ଼ିକ ହେଲା, ଯଥା: ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ କି ଗୋମେଷାଦିର ପ୍ରଥମଜାତ କିମ୍ବା ତୁମ୍ଭ ମନାସିଲାର ପ୍ରତିଜ୍ଞା ଦ୍ରବ୍ୟ କିଅବା ତୁମ୍ଭ ସ୍ୱେଚ୍ଛାଦତ୍ତ ନୈବେଦ୍ୟ, କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିଲାର ମାନତ-ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗରଦ୍ଵାର ମଧ୍ୟରେ ଭୋଜନ କରି ପାରିବ ନାହିଁ। Viz kapitolaଓଡିଆ ବାଇବେଲ17 ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ-ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗରଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ। Viz kapitola |