Online Bible

- Reklamy -




ଦ୍ଵିତୀୟ ବିବରଣ 12:22 - ପବିତ୍ର ବାଇବଲ

22 ତୁମ୍ଭେମାନେ କୃଷ୍ଣସାର ଓ ହରିଣ ଭୋଜନ କରିବାପରି ଏହି ମାଂସ ଭୋଜନ କରି ପାରିବ। ଶୁଚି ଓ ଅଶୁଚି ଲୋକ ସମସ୍ତେ ଏହା ଭୋଜନ କରି ପାରିବେ। କୃଷ୍ଣସାର ଓ ମୃଗ ମାଂସ ଭୋଜନ ପରି ଶୁଚି ଲୋକ ଓ ଅଶୁଚି ଲୋକେ ସମସ୍ତେ ଏହାକୁ ଭୋଜନ କରି ପାରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଯେପରି କୃଷ୍ଣସାର ଓ ହରିଣ ଭୋଜନ କରାଯାଏ, ସେପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ।

Viz kapitola kopírovat

ଓଡିଆ ବାଇବେଲ

22 ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 12:22

Následuj nás:

Reklamy


Reklamy