Online Bible

- Reklamy -




ଦ୍ଵିତୀୟ ବିବରଣ 12:25 - ପବିତ୍ର ବାଇବଲ

25 ତୁମ୍ଭେମାନେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ କର୍ମ କଲେ ତୁମ୍ଭମାନଙ୍କର ଓ ଆପଣା ବଂଶଧରମାନଙ୍କର ମଙ୍ଗଳ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭେ ତାହା ଭୋଜନ କରିବ ନାହିଁ; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।

Viz kapitola kopírovat

ଓଡିଆ ବାଇବେଲ

25 ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 12:25

Následuj nás:

Reklamy


Reklamy