Online Bible

- Reklamy -




ଦ୍ଵିତୀୟ ବିବରଣ 12:27 - ପବିତ୍ର ବାଇବଲ

27 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ନିଜ ନିଜର ହୋମବଳି ଉତ୍ସର୍ଗ କରିବ। ତୁମ୍ଭମାନଙ୍କର ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ। ତେବେ ତୁମ୍ଭେମାନେ ସେହି ମାଂସ ଭୋଜନ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।

Viz kapitola kopírovat

ଓଡିଆ ବାଇବେଲ

27 ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 12:27

Následuj nás:

Reklamy


Reklamy