ଦ୍ଵିତୀୟ ବିବରଣ 12:28 - ପବିତ୍ର ବାଇବଲ28 ସାବଧାନତା ସହକାରେ ମୁଁ ଯେଉଁ ଆଜ୍ଞାମାନ ଦେଲି ତାହା ତୁମ୍ଭେମାନେ ପାଳନ କରିବ। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ ତାହା କଲେ ତୁମ୍ଭର ଓ ତୁମ୍ଭମାନଙ୍କ ପରେ ତୁମ୍ଭ ବଂଶଧରଗଣର ଯୁଗାନୁସାରେ ମଙ୍ଗଳ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ମୁଁ ତୁମ୍ଭକୁ ଏହି ଯେସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ। Viz kapitolaଓଡିଆ ବାଇବେଲ28 ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ। Viz kapitola |